୨୯ ଡିସେମ୍ବର ୧୯୫୯ ଘଟଣା। ଆମେରିକାନ୍ ଫିଜିକାଲ ସୋସାଇଟି ଆନୁକୂଲ୍ୟରେ ପାସାଡେନା (କାର୍ଲିଫର୍ନିଆ)ସ୍ଥିତ କାଲ୍ଟେକ (କାଲିଫର୍ନିଆ ଇନ୍ଷ୍ଟିଚ୍ୟୁଟ୍ ଅଫ୍ ଟେକ୍ନୋଲୋଜି)ଠାରେ ଅନୁଷ୍ଠିତ ବାର୍ଷିକ ସମ୍ମିଳନୀ ପାଇଁ ପ୍ରସଙ୍ଗ…