‘ନିର୍ବାଚନରେ ଅଧିକରୁ ଅଧିକ ମତଦାତା ଭୋଟ୍ ଦେଲେ ପୂରଣ ହେବ ସରକାରଙ୍କ ଲକ୍ଷ୍ୟ’ ଭଞ୍ଜନଗର,୨୫ା୧(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ପ୍ରଶାସନ ପକ୍ଷରୁ ରବିବାର ଜାତୀୟ ମତଦାତା ଦିବସ ପାଳିତ ହୋଇଯାଇଛି। ଏନେଇ ସ୍ଥାନୀୟ ଉପଜିଲାପାଳ କାର୍ଯ୍ୟାଳୟରୁ ଏକ ବିରାଟ ଶୋଭାଯାତ୍ରା ବାହାରିଥିଲା। ଉପଜିଲାପାଳ ଉମା ଶଙ୍କର ବେହେରା ଏଥିରେ ମୁଖ୍ୟ ଅତିଥି ଭାବେ…