ବଲାଙ୍ଗୀର,୨୫ା୯(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାର ଟିଟିଲାଗଡ଼ର ଉନ୍ଦେର ନଦୀକୂଳରେ ୨ଟି କୁମ୍ଭୀର ଦେଖି ଲୋକେ ଆତଙ୍କିତ ହୋଇପଡ଼ିଛନ୍ତି। ସୁଗନାଭଟା ଓ ସିଲୁଆ ଗାଁ ମଝି ନିକଟ…