ସମ୍ପ୍ରସାରଣ କାର୍ଯ୍ୟରେ ବିଳମ୍ବ: ଅସରାଏ ବର୍ଷା ହେଲେ ରାସ୍ତାର ଅବସ୍ଥା ବେହାଲ, ୮ କିଲୋମିଟରକୁ… ଦାରିଙ୍ଗବାଡ଼ି,୨୬ା୬(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ କିରିକୁଟି ପଞ୍ଚାୟତର ବୁରାଙ୍ଗିଆ ଗ୍ରାମଠାରୁ ବୁଡ଼ାଗୁଡ଼ାର ପୂର୍ତ୍ତ ବିଭାଗ ରାସ୍ତାକୁ ସଂଯୋଗ କରୁଥିବା ରାସ୍ତାର ଅବସ୍ଥା ଶୋଚନୀୟ ହୋଇପଡ଼ିଛି। ପ୍ରକାଶ ଯେ, ଗୋପାଳପୁରଠାରୁ ରାଇପୁରକୁ ସଂଯୋଗ କରୁଥିବା ୫୯ ନଂ ଜାତୀୟ ରାଜପଥର…