ସିମନବାଡ଼ି ସାପ୍ତାହିକ ହାଟର ଦ୍ୱିତୀୟ ପାଳି: ଗ୍ରାହକଙ୍କ ଭିଡ଼, ଶସ୍ତାରେ ମିଳିଲା ପନିପରିବା ସହ… ଦାରିଙ୍ଗବାଡ଼ି,୨୫ା୧୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ି ପଞ୍ଚାୟତରେ ସାପ୍ତାହିକ ହାଟର ଦିତୀୟପାଳିରେ ଗ୍ରାହକଙ୍କ ପ୍ରବଳ ଭିଡ଼ ଦେଖିବାକୁ ମିଳିଛି। ଉକ୍ତ ହାଟରେ ସ୍ଥାନୀୟ ବ୍ୟବସାୟୀ, ପନିପରିବା ଚାଷୀଙ୍କ ଉପସ୍ଥିତି ରହିଥିବା ବେଳେ ପଡୋଶୀ ରାଇକିଆ ବ୍ଲକରୁ ଏକାଧିକ...