ନାଚଗୀତରେ ଜମୁଛି ତ୍ରିରଙ୍ଗା ଯାତ୍ରା, କୋଟିକୋଟି ଟଙ୍କା ଖର୍ଚ୍ଚ କରି ସରକାର… ଭଞ୍ଜନଗର,୧୩ା୮(ବାବୁଲା ପ୍ରଧାନ): ଦେଶସାରା ଚାଲିଛି ତ୍ରିରଙ୍ଗା ଯାତ୍ରା । ଶିଶୁଠାରୁ ଆରମ୍ଭ କରି ବୃଦ୍ଧ ପର୍ଯ୍ୟନ୍ତ ସମସ୍ତେ ସାମିଲ ହେଉଛନ୍ତି। ତ୍ରିରଙ୍ଗା ଯାତ୍ରା ପାଇଁ ସରକାର କୋଟି କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି। ଏହିଭଳି ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ…