୧୫ ଦିନ ତଳେ କରିଥିଲେ ବିବାହ, ସ୍ବାମୀଙ୍କ ସହ ଯିବାବେଳେ ବ୍ରିଜ୍ ଉପରୁ ନଈକୁ ଡେଇଁପଡ଼ିଲେ ସ୍ତ୍ରୀ ସୋନପୁର,୩୧ା୫(ମୃତ୍ୟୁଞ୍ଜୟ ଶତପଥୀ): ମେଟକାନି ମନ୍ଦିର ଦର୍ଶନ କରିବାକୁ ସ୍ବାମୀଙ୍କ ସହିତ ବାଇକ୍ରେ ଯାଉଥିଲେ ସ୍ତ୍ରୀ। ମହାନଦୀର ସୁନ୍ଦରତା ଉପଭୋଗ କରିବା ଓ ଫଟୋ ଉଠାଇବା ପାଇଁ ସ୍ବାମୀ-ସ୍ତ୍ରୀ ବ୍ରିଜ୍ ଉପରେ ଅଟକି ଯାଇଥିଲେ। ତେବେ ବ୍ରିଜ୍ ଉପରେ ଇଭୟ ଫଟୋ ଉଠାଇବା…