ନିରଞ୍ଜନ ପଟ୍ଟନାୟକଙ୍କ ଘରୁ ବଡ଼ଧରଣର ଚୋରି, ଲକ୍ଷାଧିକ ଟଙ୍କା ସହ ସୁନା ଅଳଙ୍କାର ଲୁଟି ନେଲେ ଲୁଟେରା ଭୁବନେଶ୍ୱର,୨୬ା୧: ପୂର୍ବତନ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକଙ୍କ ଘରୁ ଶନିବାର ରାତିରେ ବଡ଼ ଧରଣର ଚୋରି ହୋଇଛି। ପଟ୍ଟନାୟକଙ୍କ ନୟାପଲ୍ଲୀସ୍ଥିତ ବାସଘରେ ଲୁଟେରା କଳାକନା ବୁଲାଇଛନ୍ତି। ଉପର ମହଲାରେ ରହୁଥିବା ପୁଅ-ବୋହୂଙ୍କ ଘରୁ ଲକ୍ଷାଧିକ ଟଙ୍କା ସହ ସୁନାଗହଣା ସବୁ ଲୁଟିନେଇଛନ୍ତି…