ଭୁବନେଶ୍ୱର,୨୬ା୧: ପୂର୍ବତନ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକଙ୍କ ଘରୁ ଶନିବାର ରାତିରେ ବଡ଼ ଧରଣର ଚୋରି ହୋଇଛି। ପଟ୍ଟନାୟକଙ୍କ ନୟାପଲ୍ଲୀସ୍ଥିତ ବାସଘରେ ଲୁଟେରା କଳାକନା ବୁଲାଇଛନ୍ତି। ଉପର…