ପୋଷ୍ଟ ଅଫିସରୁ ଲକ୍ଷାଧିକ ଲୁଟିନେଲେ ଦୁର୍ବୃତ୍ତ
ସାକ୍ଷୀଗୋପାଳ,୨୦ା୧୧(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ଭୁବନେଶ୍ବର-ପୁରୀ ଜାତୀୟ ରାଜପଥ ସତ୍ୟବାଦୀ ଥାନାକୁ ଲାଗି ରହିଥିବା ସାକ୍ଷୀଗୋପାଳ ଉପଡାକଘରୁ ବୁଧବାର ବିଳମ୍ବିତ ରାତିରେ ଲକ୍ଷାଧିକ ଟଙ୍କା ଲୁଟ୍ ହୋଇଛି। କବାଟ କବଜା ତାଡ଼ି ଲୁଟେରା ଅଫିସ ଭିତରେ ପଶି ସିସିଟିଭି ହାର୍ଡଡିକ୍ସ...
ଜଗନ୍ନାଥ ମନ୍ଦିରରୁ ଚୋରି ଘଟଣା: ବାଳ ସୁଧାର ଗୃହ ଗଲେ ନାବାଳକ
ଦିଗପହଣ୍ଡି,୧୫ା୧୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ରାଜବାଟି ପରିସରରେ ଥିବା ଶ୍ରୀ ଜଗନ୍ନାଥ ମନ୍ଦିରରୁ ଚୋରି ମାମଲାରେ ଦିଗପହଣ୍ଡି ପୋଲିସ ଜଣେ ନାବାଳକଙ୍କୁ ଶନିବାର ବ୍ରହ୍ମପୁରସ୍ଥିତ ଜେଜେବିରେ ହାଜର କରିଥିବା ଜଣାପଡ଼ିଛି। ଜାମିନ ଆବେଦନ ନାମଞ୍ଜୁର ହେବାରୁ ତାଙ୍କୁ...
ଚୋରି କିପରି ରୋକାଯିବ ୟୁଟ୍ୟୁବରେ ଦେଉଥିଲେ ପ୍ରବଚନ, ଶେଷରେ ନିଜେ ଚୋରି କରି ହେଲେ ବନ୍ଧା
ଭୁବନେଶ୍ୱର,୨୮ା୮: ୟୁଟ୍ୟୁବ୍ ଚ୍ୟାନେଲରେ ପ୍ରବଚନ ଦେଉଥିବା ଜଣେ ଭଣ୍ଡ ପ୍ରବଚକ ଇତିମଧ୍ୟରେ ଗିରଫ ହୋଇଛନ୍ତି। ଭରତପୁର ଥାନା ଖଣ୍ଡଗିରି ବାରି ଲୁଟ୍ ଘଟଣାରେ ଏହି ପ୍ରବଚକ ଜଣକ ଗିରଫ ହୋଇଛନ୍ତି। ତାଙ୍କଠାରୁ ୨ ଶହ ଗ୍ରାମ ସୁନା, ୧ ଲକ୍ଷ...
୨ ମହିଳାଙ୍କ ହାତଗୋଡ଼ ବାନ୍ଧି ମୁହଁରେ ସେଲୋ ଟେପ୍ ଲଗାଇ ଘରୁ ଲୁଟିନେଲେ ଦୁର୍ବୃତ୍ତ, ଚୋରି ବ୍ୟାଗ୍ ଖସି ପଡ଼ିବାରୁ…
ବାସୁଦେବପୁର,୧୩ା୮(କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ପଢୁଆଁ ବଜାର ନିକଟରେ ଅବସ୍ଥିତ ପଳନ୍ଦ୍ର ମିଶ୍ରଙ୍କ ଘରେ ମଙ୍ଗଳବାର ରାତିରେ ସଶସ୍ତ୍ର ଡକାୟତି ହୋଇଛି, ଘରେ କେହି ପୁରୁଷ ଲୋକ ନ ଥିବା ବେଳେ ପୂର୍ଣ୍ଣଚନ୍ଦ୍ରଙ୍କ ସ୍ତ୍ରୀ ସତ୍ୟଭାମା...
ସଟର ଭାଙ୍ଗି ଲୁଟେରା ଲୁଟିନେଲେ ଲକ୍ଷାଧିକ ଟଙ୍କାର ଅଳଙ୍କାର
ଖଇରା,୨ା୮(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ଥାନା ଅନ୍ତର୍ଗତ କୁରୁଣ୍ଟା ବଜାରରେ ଚନ୍ଦ୍ରଶେଖର ସାହୁଙ୍କ ଥିବା ଶିବଶଙ୍କର ଜୁଏଲାରୀ ଦୋକାନରୁ ୧୦ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କାର ଅଳଙ୍କାର ଲୁଟ୍ ହୋଇ ଯାଇଥିବା ନେଇ ଖଇରା ଥାନାରେ ଅଭିଯୋଗ ହୋଇଛି। ଏଥିସହିତ ପ୍ରମାଣ...
ସ୍ପିନିଂ ମିଲ୍ରୁ ଚୋରି, ୫ କୋର୍ଟ ଚାଲାଣ
କେସିଙ୍ଗା,୪ା୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସ୍ପିନିଂ ମିଲ୍ରୁ ଗୁରୁବାର ମଧ୍ୟାହ୍ନରେ ଅତି ମୂଲ୍ୟବାନ ଲୁହା ଜିନିଷପତ୍ର ଚୋରି ହୋଇଥିଲା। ଏ ନେଇ ସ୍ପିନିଂ ମିଲ୍ କର୍ତ୍ତୃପକ୍ଷ କେସିଙ୍ଗା ଥାନାରେ ଲିଖିତ ଅଭିଯୋଗ କରିଥିଲେ। ଅଭିଯୋଗକୁ ଭିତ୍ତିକରି କେସିଙ୍ଗା ଆଇଆଇସି...
ଘରୁ ରାତିରେ ସୁନା ଅଳଙ୍କାର ଚୋରି କରି ଖସି ଯାଇଥିଲେ ୨ ନାବାଳକ, ସକାଳୁ ପୋଲିସ ଜିମା ଦେଲେ ଗ୍ରାମବାସୀ
ଧର୍ମଶାଳା,୨୧ା୬(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ଅନ୍ତର୍ଗତ ନରସିଂହପୁର ଗ୍ରାମରୁ ଶୁକ୍ରବାର ବିଳମ୍ବିତ ରାତିରେ କେହି ଦୁର୍ବୃତ୍ତ ଘରେ ପଶି ଚୋରି କରି ନେଇ ଚାଲି ଯାଇଥିବା ପରେ ଭୋର୍ ସମୟରେ ସ୍ଥାନୀୟ ଅଞ୍ଚଳରୁ ଚୋରି କରିଥିବା...
ଦୋକାନ ଘର ଟିଣ ଭାଙ୍ଗି କଂସା-ବାସନ ସହ ନଗଦ ଟଙ୍କା ନେଇଗଲେ ଦୁର୍ବୃତ୍ତ
ବାଲିଗୁଡ଼ା,୧୯ା୬(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ଟାଉନସ୍ଥିତ ହାଟପଦା ମାର୍କେଟରୁ ବୁଧବାର ବିଳମ୍ବିତ ରାତିରେ ନିତ୍ୟାନନ୍ଦ ନାୟକଙ୍କ କଂସା ବାସନ ଦୋକାନରୁ ଏକ ଦୁର୍ବୃତ୍ତ ଦୋକାନ ଗୃହର ଉପର ଟିଣ ଛପର ଭାଙ୍ଗି ଦୋକାନରେ ପଶି ଶୋ’କେସ୍ ଡ୍ର’ରେ...
ଧାନ ଗୋଦାମ ଅଫିସରୁ ଆଜ୍ବେଷ୍ଟସ୍ ଭାଙ୍ଗି ୨୦ ହଜାର ଟଙ୍କା ଲୁଟିନେଲେ ଦୁର୍ବୃତ୍ତ
ପାଟଣା,୪ା୬(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ମୁଖ୍ୟାଳୟ ସାଧୁପଡ଼ା ଛକ ନିକଟରେ ଥିବା ଅରବିନ୍ଦ ଦାଶଙ୍କ ଧାନ ଗୋଦାମର ଆଜବେଷ୍ଟସ୍ ତାଡ଼ି କେହି ଦୁର୍ବୃତ୍ତ ମଙ୍ଗଳବାର ରାତ୍ରି ଟେବୁଲ ଡ୍ର’ରୁ ନଗଦ ୨୦ହଜାର ଟଙ୍କା ଲୁଟି ନେଇଛନ୍ତି। ତେବେ ଅଫିସ...
ଘରେ କେହି ନ ଥିବାବେଳେ କଳାକନା ବୁଲାଇଲେ ଚୋର, ଲୁଟିନେଲେ…
ଅତାବିରା,୯ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଚକୁଳିଫାର୍ମରେ ବୁଧବାର ଏକ ବଡ଼ଧରଣର ଚୋରି ହୋଇଥିବା ଖବର ମିଳିଛି। ଘଟଣାସ୍ଥଳରେ ଅତାବିରା ପୋଲିସ ପହଞ୍ଚି ଯାଞ୍ଚ ଚଳାଇଛି। ପୂର୍ବାହ୍ନ ସାଢ଼େ ୧ଠଟାରେ ଅନୁସନ୍ଧନୀ କୁକୁର ଘଟଣାସ୍ଥଳରେ ପହଞ୍ଚିଛି। ଘଟଣାରୁ...
ହାଇସ୍କୁଲରେ ପଶି ଭଙ୍ଗାରୁଜା ସହ ଚୋରି, ଆନ୍ଦୋଳନକୁ ଓହ୍ଲାଇଲେ ଛାତ୍ରୀଛାତ୍ର
ପୁରୁଷୋତ୍ତମପୁର/କବିସୂର୍ଯ୍ୟନଗର,୧୩ା୨(ସୀମାଞ୍ଚଳ ମିଶ୍ର/କୃପାସିନ୍ଧୁ ସ୍ବାଇଁ): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ତଥା କବିସୂର୍ଯ୍ୟନଗର ଥାନା ଅନ୍ତର୍ଗତ ବଡ଼ଖରିଡ଼ା କାଳେଶ୍ୱର ଉଚ୍ଚ ବିଦ୍ୟାଳୟରୁ ବାରମ୍ବାର ଚୋରି ହେବାରେ ଲାଗିଛି। ଫଳରେ ଏଥିଯୋଗୁ ପିଲାଙ୍କ ପାଠପଢ଼ାରେ ବ୍ୟାହତ ହେଉଥିବା ବେଳେ ଏଥିପ୍ରତି ପୋଲିସ ଗୁରୁତ୍ୱ...
ସିରିଜ୍ ଚୋରି: ମାର୍କେଟ୍ କମ୍ପ୍ଲେକ୍ସର ସିସିଟିଭି ଭାଙ୍ଗି ୪ ଦୋକାନରୁ ଲୁଟିନେଲେ ଦୁର୍ବୃତ୍ତ
ଦିଗପହଣ୍ଡି,୨୨ା୧୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି କଲେଜ ସାମ୍ନା ଅଶୋକ ସ୍ବାଇଁଙ୍କ ମାର୍କେଟ କମ୍ପ୍ଲେକ୍ସରେ ଥିବା ୪ ଦୋକାନର ତାଲା ଭାଙ୍ଗି ଦୁର୍ବୃତ୍ତମାନେ ଲକ୍ଷାଧିକ ଟଙ୍କା ମୂଲ୍ୟର ବିଭିନ୍ନ ସାମଗ୍ରୀ ଲାପଟପ୍ ଏବଂ ପ୍ରାୟ ୨୦ ହଜାର...
Archives


