Tag Archives: thift

ଗୌଡ଼ ଗାଁରେ ସିରିଜ୍‌ ଚୋରି: ଦୁର୍ବୃତ୍ତ ଲୁଟିନେଲେ ଲକ୍ଷାଧିକ ଟଙ୍କା ସହ ସୁନା ଅଳଙ୍କାର

ଦିଗପହଣ୍ଡି,୨୪ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୌଡ଼ ଗାଁରେ ସିରିଜ୍‌ ଚୋରି ହୋଇଛି। ପୌରାଣିକ ରାମାୟଣ ଥିଏଟର ନିର୍ଦ୍ଦେଶକ ବୁଲୁ ସାହୁ ବୁଧବାର ପରିବାର ସହ ରାତ୍ରିଭୋଜନ କରିବା ପରେ ସମସ୍ତେ ଶୋଇବାକୁ ଯାଇଥିଲେ। ଦୁର୍ବୃତ୍ତମାନେ ବିଳମ୍ବିତ ରାତିରେ…

ପୋଲିସ ଘରେ କଳାକନା ବୁଲାଇଲେ ଚୋର, ଲୁଟିନେଲେ ନଗଦ ଟଙ୍କା ସହ ଲକ୍ଷାଧିକ ଟଙ୍କାର ସୁନାଗହଣା

ପାରଳାଖେମୁଣ୍ଡି,୧୪ା୩(ଗିରିଧାରୀ ପରିଚ୍ଛା): ଲୋକଙ୍କ ଭିତରେ ଏବେ କୋକୁଆ ଭୟ। ସହରରେ ଚୋରି ଘଟଣାରେ ରୋକ୍‌ ଲଗାଇ ପାରୁନି ପୋଲିସ। ଚଳିତ ବର୍ଷ ବର୍ତ୍ତମାନ ସୁଦ୍ଧା ପାଖାପାଖି ୨୦ରୁ ଊଦ୍ଧର୍‌ବ ଚୋରି ହୋଇଥିବା ବେଳେ ପୋଲିସ ତଦନ୍ତ ଜାରି ରଖିଛି। କିଛି ଚୋରି…

ରାତିରେ ତାଲା ଭାଙ୍ଗି ବିଦ୍ୟାଳୟରୁ ଚୋରି କରିନେଲେ ବସ୍ତାବସ୍ତା ଚାଉଳ

ଝରିଗାଁ,୯ା୧୦(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ପଞ୍ଚାୟତ ଅନ୍ତର୍ଗତ ନୂଆଗୁଡ଼ା ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଚାଉଳ ମହଜୁଦ ଘରର ତାଲା ଭାଙ୍ଗି ବସ୍ତାବସ୍ତା ଚାଉଳ ଚୋରି ହୋଇଥିବା ନେଇ ସଂପୃକ୍ତ ବିଦ୍ୟାଳୟ ପ୍ରଧାନଶିକ୍ଷକ ପିତମ ପନକା ଝରିଗାଁ ଲିଖିତ ଅଭିଯୋଗ…

ମା’ ଡୋକରୀ ଠାକୁରାଣୀଙ୍କ ହୁଣ୍ଡି ଭାଙ୍ଗି ଟଙ୍କା ଲୁଟିନେଲେ ଦୁର୍ବୃତ୍ତ

ଜୟପାଟଣା,୧୧ା୯(ଓମ୍‌ ପ୍ରକାଶ ବୈଠାରୁ): କଳାହାଣ୍ଡି ଜିଲା ଜୟପାଟଣା ବ୍ଲକ ଅନ୍ତର୍ଗତ ମୁଖିଗୁଡା ନିକଟିସ୍ଥ ତାଳଗୁଡ଼ଠାରେ ଥିବା ପ୍ରସିଦ୍ଧ ମା’ ଡୋକରୀ ଠାକୁରାଣୀଙ୍କ ମନ୍ଦିରରୁ ଚୋରି ହୋଇଛି। ଦୁର୍ବୃତ୍ତମାନେ ମଙ୍ଗଳବାର ବିଳମ୍ବିତ ରାତିରେ ମନ୍ଦିର କବାଟ ଭାଙ୍ଗି ଭିତରକୁ ପଶି ସେଠାରେ ଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?