୨୦୩୦ ସୁଦ୍ଧା ଜାପାନକୁ ଅତିକ୍ରମ କରି ଭାରତ ହେବ ତୃତୀୟ ବୃହତ ଅର୍ଥବ୍ୟବସ୍ଥା ନୂଆଦିଲ୍ଲୀ,୨୪/୧୦: ଭାରତ ବର୍ତମାନ ବିଶ୍ୱ ଅର୍ଥନୀତିରେ ପଞ୍ଚମ ସ୍ଥାନରେ ରହିଥିବା ବେଳେ ୨୦୩୦ ସୁଦ୍ଧା ୭,୩୦୦ ବିଲିୟନ ଡ଼ଲାରର ଜିଡିପି ସହିତ ବିଶ୍ୱର ତୃତୀୟ ବୃହତ୍ତମ ଅର୍ଥନୀତିରେ ଜାପାନକୁ ଅତିକ୍ରମ କରିପାରେ। ଏହାପରେ ଭାରତ ଏସିଆର ଦ୍ୱିତୀୟ ବୃହତ୍ତମ ଅର୍ଥନୀତି...