କେବଳ ଅଧିନାୟକ ନୁହେଁ, କୋଚ ମଧ୍ୟ ବଦଳିବେ କି? ତୃତୀୟ ଦିନିକିଆ ପରେ ଟିମ ଇଣ୍ଡିଆରେ ହେବାକୁ ଯାଉଛି ବଡ଼ ଧରଣର ପରିବର୍ତ୍ତନ
ନୂଆଦିଲ୍ଲୀ,୯।୧୧: ଭାରତ ଏବଂ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ତୃତୀୟ ଦିନିକିଆ ମ୍ୟାଚ ନଭେମ୍ବର ୧୦ ମଙ୍ଗଳବାର ଦିନ ଖେଳାଯିବ। ଏହି ମ୍ୟାଚ ପରେ ଭାରତୀୟ ଦଳରେ କିଛି ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ ହେବାର ସମ୍ଭାବନା ରହିଛି। ଚତୁର୍ଥ ଏବଂ ପଞ୍ଚମ ଦିନିକିଆ ମ୍ୟାଚରେ ଶ୍ରେୟସ…

