ଫାଇଲ ତଳେ ଚାପି ହୋଇଛି ମେଗା ପାନୀୟ ଜଳ ଯୋଗାଣ ପ୍ରକଳ୍ପ, ପାଣି ମୁନ୍ଦେ ପାଇଁ… ମହାକାଳପଡ଼ା,୨୫ା୨(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ବରକନ୍ଧା ପଞ୍ଚାୟତ ସ୍ଥାନୀୟ ତେନ୍ତୁଲି କନ୍ଧା ଗାଁରେ ପାଣି ମୁନ୍ଦେ ପାଇଁ ଠାକୁରାଣୀଙ୍କ ଚନ୍ଦନ ପୋଖରୀ ଉପରେ ନିର୍ଭରକରନ୍ତି। ଗାଁରେ ଦୁଇଟି ୱାର୍ଡ଼ର ୧ ହଜାରରୁ ଅଧିକ ଜନସଂଖ୍ୟା…