ସହସ୍ର ରୂପରେ, ସହସ୍ର କ୍ଷେତ୍ରରେ ମଧୁସୂଦନ ଉତ୍କଳଗୌରବ ମଧୁସୂଦନ ଏବଂ ଉକତ୍ଳମଣି ଗୋପବନ୍ଧୁ ଉଭୟ ଥିଲେ ସ୍ବତନ୍ତ୍ର ଉକତ୍ଳ ପ୍ରଦେଶ ଗଠନ ପାଇଁ ଉତ୍ସର୍ଗୀକୃତ ପ୍ରାଣ। ଓଡ଼ିଆ ଭାଷା ଅଞ୍ଚଳକୁ ନେଇ ଏକ ନୂତନ ଓଡ଼ିଶା ପ୍ରଦେଶ ଗଠନ ହୋଇପାରିଲେ ଓଡ଼ିଆ ଜାତି ଓ ଓଡ଼ିଆ ଭାଷାର...