ଗଣେଶ ମେଢ଼ ଭସାଣିବେଳେ ନିଆଁରେ ପୋଡ଼ି ୩ ଶିଶୁ ଆହତ: ପରିବାରକୁ ଭେଟି ପ୍ରଶାସନର ସହାୟତା
ପୁରୁଷୋତ୍ତମପୁର,୨୦ା୯(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ଗଣେଶ ମୂର୍ତ୍ତି ଭସାଣିବେଳେ ଜେନେରେଟରରୁ ନିଆଁ ଲାଗି ପୋଡ଼ି ଆହତ ହୋଇଥିଲେ ୩ ଶିଶୁ। ଉକ୍ତ ପରିବାରକୁ ଜିଲାପାଳଙ୍କ ନିର୍ଦ୍ଦେଶ କ୍ରମେ ରବିବାର ପୁରୁଷୋତ୍ତମପୁର ତହସିଲଦାର ବିନୋଦ କୁମାର ବେହେରା ବ୍ରହ୍ମପୁର ଏମ୍କେସିଜି ମେଡିକାଲକୁ…

