ବ୍ରହ୍ମଗିରି,୨୮।୮: ପୁରୀ ଜିଲା ବ୍ରହ୍ମଗିରି ଥାନା ଅନ୍ତର୍ଗତ କାଣ୍ଡଗୋଦା ଗାଁର ଏକ ମନ୍ଦିରରେ ଅଗ୍ନିକାଣ୍ଡ ଘଟି ଶ୍ରୀଜଗନ୍ନାଥ, ବଳଭଦ୍ର ଓ ସୁଭଦ୍ରାଙ୍କ ବିଗ୍ରହ ପୋଡ଼ି ନଷ୍ଟ ହୋଇଯାଇଛି।…