ଅମିତ ଶାହାଙ୍କୁ ଭେଟି ବଡ଼ ଦାବି କଲେଣି ତିନି ବିଦ୍ରୋହୀ ମୁସଲିମ ଟିଏମସି ଏମପି ନୂଆଦିଲ୍ଲୀ,୬।୮: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ଦଳ (TMC) ବିରୋଧରେ ବିଦ୍ରୋହ କରିଥିବା ତିନି ଜଣ ଏମପି ଆବୁ ତାହିର ଖାନ, ୟୁସୁଫ ପଠାନ ଏବଂ ଖଲିଲୁର ରହମାନ ଗୁରୁବାର (୬ ଅଗଷ୍ଟ) କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହାଙ୍କୁ ଭେଟିଥିଲେ। ବୈଠକ…