ଜିତିବା ପରେ ହେଲମେଟ ଫିଙ୍ଗି ଦେଇଥିଲେ ସଞ୍ଜୁ ସାମସନ, ICC ଲଗାଇବ ଜରିମାନା! ଜାଣନ୍ତୁ କ’ଣ କହୁଛି ନିୟମ ନୂଆଦିଲ୍ଲୀ,୨।୩: କୋଲକାତାର ଇଡେନ ଗାର୍ଡେନରେ ଭାରତ ଏବଂ ୱେଷ୍ଟଇଣ୍ଡିଜ ମଧ୍ୟରେ ୨୦୨୬ ଟି-୨୦ ବିଶ୍ୱକପର ଅନ୍ତିମ ସୁପର ୮ ମ୍ୟାଚ ଖେଳାଯାଇଥିଲା। ଟିମ ଇଣ୍ଡିଆ ଏହି ମ୍ୟାଚ ଜିତି ସେମିଫାଇନାଲ୍ରେ ସ୍ଥାନ ପକ୍କା କରିଥିଲା। ଭାରତର ବିଜୟରେ ୱିକେଟକିପର ବ୍ୟାଟ୍ସମ୍ୟାନ ସଞ୍ଜୁ…