ପ୍ରେମିକାଙ୍କ ପାଇଁ ଗଳା କାଟିଦେଲେ ପ୍ରେମିକ, ଆଉ ତା’ ପରେ… ଜି.ଉଦୟଗିରି,୬ା୧୨(ଚିନ୍ମୟ କୁମାର ସେଠୀ): କଳିଙ୍ଗା ପଞ୍ଚାୟତର ଡୁଗୁଡ଼ିପାରୀ ଗ୍ରାମରେ ଶନିବାର ସକାଳେ ଜଣେ ଯୁବକ ଆତ୍ମହତ୍ୟା ଉଦ୍ୟମ କରିଥିବା ଦେଖିବାକୁ ମିଳିଛି। ପ୍ରେମିକାଙ୍କ ନିଜ ଘରକୁ ନେବାକୁ ଆସି ବିଫଳ ହେବା ପରେ ପ୍ରେମିକ ଜଣକ ଏପରି କାଣ୍ଡ କରିଛନ୍ତି। ସୂଚନାନୁସାରେ,…