ଅନାଥ ସାଜିଲେ ୬ ନିଷ୍ପାପ ଶିଶୁ, ସାହାଯ୍ୟର ହାତ ବଢାଇଲେ ବିଧାୟକ ଥୁଆମୂଳ ରାମପୁର,୨୧।୧ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଦୁର୍ଗମ କେରପାଇ ଗ୍ରାମପଞ୍ଚାୟତର ମେଲରଫା ଗ୍ରାମରୁ ଏକ ହୃଦୟ ବିଦାରକ ଦୃଶ୍ୟ ସାମ୍ନାକୁ ଆସିଛି । ଗତ ୨୦୨୪ ମସିହାରେ ବାପା ଲକ୍ଷ୍ମଣ ମାଝୀଙ୍କ ମୃତ୍ୟୁ...