ଅଧ୍ୟକ୍ଷଙ୍କ ନାମରେ ଅନାସ୍ଥା ପ୍ରସ୍ତାବ ଆଣିଲେ ସମିତିସଭ୍ୟ: ବ୍ୟାକ୍ଫୁଟ୍ରେ ବିଜେଡି ଭବାନୀପାଟଣା/ଥୁଆମୁଳ ରାମପୁର,୨୭।୯ (ଉତ୍ତମ କୁମାର ଦାଶ/ ଦୂର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୁଳ ରାମପୁର ବ୍ଲକ ରାଜନିତୀରେ ଏବେ ହଟଚମଟ ଦେଖିବାକୁ ମିଳିଛି । ସ୍ଥାନୀୟ ବ୍ଲକ ଅଧ୍ୟକ୍ଷଙ୍କ ନାମରେ ଅନାସ୍ଥା ପ୍ରସ୍ତାବ ଆଣିଛନ୍ତି ବ୍ଳକ୍ ର ୧୪ ଜଣ ସମିତିସଭ୍ୟା/ସଭ୍ୟ।…