ଥୁଆମୂଳ ରାମପୁର ବ୍ଲକ୍ ପ୍ରାଣୀ ଚିକିତ୍ସାଳୟରେ ପ୍ରାୟ ସମୟ ତାଲା, ପ୍ରଭାବିତ ହେଉଛି ପ୍ରାଣୀଧନ ଚିକିତ୍ସା ଥୁଆମୂଳ ରାମପୁର,୨୦।୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ପ୍ରାଣୀ ଚିକିତ୍ସା କ୍ଷେତ୍ରରେ ସମ୍ପୂର୍ଣ୍ଣ ଅବହେଳାର ଚିତ୍ର ଦେଖିବାକୁ ମିଳିଛି। ଥୁଆମୂଳ ରାମପୁର ଗୋଷ୍ଠୀ ପ୍ରାଣୀ ଚିକିତ୍ସାଳୟରେ ଗୋଷ୍ଠୀ ପ୍ରାଣୀଧନ ଚିକିତ୍ସକ (ବିଭିଓ) ଏବଂ ଅତିରିକ୍ତ ଅସ୍ତ୍ରୋପଚାର ଚିକିତ୍ସକଙ୍କ...