ପାଣିପାଗ ବିଭାଗର ସତର୍କ ସୂଚନା, ଏପ୍ରିଲ ୧୦ ପର୍ଯ୍ୟନ୍ତ କାଳବୈଶାଖୀ… ଭୁବନେଶ୍ୱର,୭।୪(ବନ୍ଦନା ସେଠୀ): ସମୁଦ୍ର ପତ୍ତନଠାରୁ ୦.୯ କି.ମି. ଉଚ୍ଚରେ ଓଡ଼ିଶା ଏବଂ ପଡ଼ୋଶୀ ରାଜ୍ୟ ଉପରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଏଥିସହ ଦକ୍ଷିଣ ଉପକୂଳ ଆନ୍ଧ୍ରପ୍ରଦେଶର ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ସମୁଦ୍ର ପତ୍ତନଠାରୁ ୧.୫ କି.ମି. ଉଚ୍ଚରେ ଆଉ…