ରାଜ୍ୟର ସବୁ ଜିଲାରେ ଘଡ଼ଘଡ଼ି ସହ ପ୍ରବଳ ବର୍ଷା ପବନ, ୪୮ ଘଣ୍ଟା ଭିତରେ… ଭୁବନେଶ୍ୱର,୨୪ା୮: ଲଘୁଚାପ କ୍ଷେତ୍ର ପ୍ରଭାବରେ ୨୫ରୁ ୨୮ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି। ଆସନ୍ତା ୪୮ ଘଣ୍ଟାରେ ଏହା ଘନୀଭୂତ ହେବା ନେଇ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନା ଦେଇଛି। ପ୍ରାୟ ସବୁ ଜିଲାରେ…