ନୂଆଦିଲ୍ଲୀ,୨୬।୮: ଯଦି ଆପଣ କାହାକୁ ଷ୍ଟେଶନରେ ଛାଡ଼ିବାକୁ ଯାଉଛନ୍ତି, ତେବେ ପ୍ଲାଟଫର୍ମ ଟିକେଟ କିଣିବା ବାଧ୍ୟତାମୂଳକ। କିନ୍ତୁ ଏବେ ପ୍ଲାଟଫର୍ମ ଟିକେଟ କିଣିବା ପାଇଁ ଲମ୍ବା ଲାଇନରେ…