ରେଳ ଯାତ୍ରୀଙ୍କ ପାଇଁ ବଡ଼ ଖବର: TTE କରିବେ ଏହି ବଡ଼ କାମ, ଯୁକ୍ତିତର୍କ ସବୁ ହେବ ରେକର୍ଡ! ନୂଆଦିଲ୍ଲୀ,୨୩।୭: ଟ୍ରେନରେ ଟିକେଟ ଯାଞ୍ଚ ଏବେ କ୍ୟାମେରା ନିରୀକ୍ଷଣରେ କରାଯିବ। ଟିଟିଇ ଏବଂ ଯାତ୍ରୀଙ୍କ ମଧ୍ୟରେ ବାର୍ତ୍ତାଳପକ ଭିଡିଓ ଫୁଟେଜ୍ ରେକର୍ଡ କରିବା ପାଇଁ ଟିଟିଇମାନେ ସେମାନଙ୍କ ୟୁନିଫର୍ମରେ ଏକ କ୍ୟାମେରା ପିନ୍ଧିବେ। କୌଣସି ଯୁକ୍ତି କିମ୍ବା ବିବାଦ ହେଲେ, କିଏ…