ଘୁମୁସର ବନଖଣ୍ଡରେ ୧୫ରୁ ବାଘ ଗଣନା, ଜଙ୍ଗଲରେ ଲାଗିବ ଟ୍ରାପ୍ କ୍ୟାମେରା ଭଞ୍ଜନଗର,୮ା୧୧(ବାବୁଲା ପ୍ରଧାନ): ପ୍ରତି ୪ ବର୍ଷକୁ ଥରେ ଦେଶରେ ବାଘ ଗଣନା ହେଉଛି। ତେଣୁ ଚଳିତ ବର୍ଷ ଦେଶରେ ବାଘ ଗଣନା ପ୍ରକ୍ରିୟା ଚାଲିଛି। ଏହିଭଳି ବ୍ରହ୍ମପୁର ଆଞ୍ଚଳିକ ବନ ସଂରକ୍ଷକ କାର୍ଯ୍ୟାଳୟ ପକ୍ଷରୁ ମଧ୍ୟ ବିଭିନ୍ନ ବନଖଣ୍ଡରେ ବାଘ...