ମୁନିଗୁଡ଼ା ଅଞ୍ଚଳରେ ବାଘ ଆତଙ୍କ: ବାଛୁରୀକୁ ମାରି ଖାଇଲା, ପାଦଚିହ୍ନ ଦେଖି ଲୋକେ ଛାନିଆ… ମୁନିଗୁଡା,୧୨।୨ (ନନ୍ଦ କିଶୋର ପଟ୍ଟନାୟକ): ରାୟଗଡା ଜିଲା ମୁନିଗୁଡା ରେଞ୍ଜ ଅନ୍ତର୍ଗତ ଜଗଦଳପୁର ନିକଟସ୍ଥ ଡ଼ିମିରିଗୁଡାର ପଞ୍ଜାବାଲି ଛକ ନିକଟରେ ବାଘ ଆତଙ୍କ ଦେଖାଯାଇଛି। ବୁଧବାର ରାତିରେ ଡ଼ିମିରିଗୁଡା ନିକଟରେ ବାଘଟି ଗୋଟିଏ ବାଛୁରୀକୁ ମାରି ଖାଇଥିବା ବେଳେ ଘଟଣା ସ୍ଥଳରେ…