ଡିଲ୍ ସମୟରେ ୨ ବାଘ ଛାଲ ଜବତ, ଜଣେ ଗିରଫ ରାୟଗଡ଼ା,୧୫।୧୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହରରେ ଜଣେ ବ୍ୟକ୍ତି ୨ ବାଘ ଛାଲକୁ ବିକ୍ରି କରିବା ପାଇଁ ରବିବାର ଡିଲ୍ କରୁଥିବାବେଳେ ବନ ବିଭାଗର ଭିଜିଲାନ୍ସ ହାତରେ ଧରାପଡ଼ିଛି। ବନ ବିଭାଗ ସମ୍ପୃକ୍ତ ବ୍ୟକ୍ତିଙ୍କୁ ଗିରଫ କରିବା ସହ ୨ଟି...