ମା’ ହେଲା ବାଘୁଣୀ ‘ଜୟଶ୍ରୀ’: ୨ ଛୁଆ ମୃତ, ୧ ଜୀବିତ ବାରଙ୍ଗ,୨୮ା୧୨: ନନ୍ଦନକାନନରେ ମା’ ହୋଇଛି ବାଘୁଣୀ ‘ଜୟଶ୍ରୀ’। ଜନ୍ମ ଦେଇଥିବା ୩ ଛୁଆ ମଧ୍ୟରୁ ୨ଟି ମୃତ୍ୟୁବରଣ କରିଥିବାବେଳେ ଗୋଟିଏ ଜୀବିତ ରହିଛି। ୩ ବର୍ଷୀୟ ବାଘୁଣୀ ‘ଜୟଶ୍ରୀ’ର ଏହା ପ୍ରଥମ ସନ୍ତାନ ପ୍ରସବ। ସୂଚନା ଥାଉକି, ନନ୍ଦନକାନନରେ ଏବେ...