ବାରଙ୍ଗ,୨୮ା୧୨: ନନ୍ଦନକାନନରେ ମା’ ହୋଇଛି ବାଘୁଣୀ ‘ଜୟଶ୍ରୀ’। ଜନ୍ମ ଦେଇଥିବା ୩ ଛୁଆ ମଧ୍ୟରୁ ୨ଟି ମୃତ୍ୟୁବରଣ କରିଥିବାବେଳେ ଗୋଟିଏ ଜୀବିତ ରହିଛି। ୩ ବର୍ଷୀୟ ବାଘୁଣୀ…