ଅଭିଷେକ କିମ୍ବା ତିଲକ ନୁହଁନ୍ତି, ଏହି ଦୁଇ ବୋଲର୍ ଟିମ ଇଣ୍ଡିଆକୁ ଦେଲେ ସ୍ବର୍ଣ୍ଣ ପଦକ, ନାମ ଜାଣିଲେ ହୋଇଯିବେ ଆଶ୍ଚର୍ଯ୍ୟ
ନୂଆଦିଲ୍ଲୀ,୩।୧୦: ଭାରତୀୟ ପୁରୁଷ କ୍ରିକେଟ ଦଳ ୨୦୨୬ ଏସୀୟ କ୍ରୀଡ଼ାରେ ସ୍ବର୍ଣ୍ଣ ପଦକ ଜିତିଛି। ଫାଇନାଲ ମ୍ୟାଚରେ ଭାରତୀୟ ଦଳ ପାକିସ୍ତାନକୁ ୧୯ ରନରେ ପରାସ୍ତ କରିଛି। ଅଭିଷେକ ଶର୍ମା ଏବଂ ତିଲକ ବର୍ମାଙ୍କ ଅର୍ଦ୍ଧଶତକ ଭାରତୀୟ ଦଳର ସ୍କୋରକୁ ୨୧୧…
ଉପଅଧିନାୟକ ହୋଇଗଲେ ସିନା ଏବେ ଖେଳିବେ କେଉଁଠି? ତିଳକ ବର୍ମାଙ୍କ ବ୍ୟାଟିଂ ଅର୍ଡରଙ୍କୁ ନେଇ ପ୍ରଶ୍ନ
ନୂଆଦିଲ୍ଲୀ,୧୧।୯: ସେପ୍ଟେମ୍ବର ୧୩ରୁ ନୂଆଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମ୍ରେ ଆଫଗାନିସ୍ତାନ ବିପକ୍ଷରେ ଆରମ୍ଭ ହେବାକୁ ଯାଉଛି ୩ ମ୍ୟାଚ୍ ବିଶିଷ୍ଟ ଟି-୨୦ ସିରିଜ୍। ଏହି ସିରିଜ୍ ପାଇଁ ଶ୍ରେୟସ ଆୟରଙ୍କ ଅଧିନାୟକତ୍ୱରେ ୧୫ ଜଣିଆ ଭାରତୀୟ ଦଳ ପ୍ରସ୍ତୁତ ଥିବା ବେଳେ…
୪ ବର୍ଷ ପୂର୍ବେ ତିଳକଙ୍କୁ ନେଇ ବଡ଼ ଭବିଷ୍ୟବାଣୀ କରିଥିଲେ ରୋହିତ, ଏବେ ହେଉଛି ସତ!
ନୂଆଦିଲ୍ଲୀ,୪।୯: ପ୍ରାୟ ଚାରି ବର୍ଷ ପୂର୍ବେ ତିଳକ ବର୍ମା ମାତ୍ର ୧୯ ବର୍ଷର ଥିଲେ। ସେତେବେଳେ ତାଙ୍କ ଖେଳ ଦେଖି ଭାରତୀୟ ଅଧିନାୟକ ରୋହିତ ଶର୍ମା ଦାବି କରିଥିଲେ ଯେ, ତିଳକ ଖୁବଶୀଘ୍ର ଭାରତ ପାଇଁ ସମସ୍ତ ଫର୍ମାଟରେ କ୍ରିକେଟ ଖେଳିବେ।…
ମୁଖ୍ୟମନ୍ତ୍ରୀଙ୍କ ପତ୍ନୀଙ୍କ ସହ କ୍ରିକେଟରଙ୍କ କଥାବାର୍ତ୍ତକୁ ନେଇ ହେଉଛି ଆଲୋଚନା, ଭାଇରାଲ ହେଲାଣି ଭିଡ଼ିଓ
ନୂଆଦିଲ୍ଲୀ,୬।୮: ଭାରତୀୟ କ୍ରିକେଟର ତିଲକ ବର୍ମା ଏବେ ଏବେ ଜିମ୍ବାୱେରୁ ଫେରିଛନ୍ତି, ଯେଉଁଠାରେ ଭାରତ ତିନି ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ 3-0ରେ ଜିତିଥିଲା। ଯଦିଓ ତିଲକ ଟି-20 ଦଳର ଉପ-ଅଧିନାୟକ, ସେ ଟେଷ୍ଟ ଦଳର ଅଂଶ ନୁହଁନ୍ତି ଏବଂ ତେଣୁ…
ସୂର୍ଯ୍ୟକୁମାରଙ୍କୁ ବଡ଼ ଝଟ୍କା: ସେମିଫାଇନାଲ୍ ପୂର୍ବରୁ…
ନୂଆଦିଲ୍ଲୀ,୪।୩: ଟି୨୦ ବିଶ୍ୱକପ ମଧ୍ୟରେ ଆଇସିସି ଅନ୍ତର୍ଜାତୀୟ ଟି୨୦ ରାଙ୍କିଙ୍ଗ ପ୍ରକାଶ କରିଛି। ଏଥିରେ ଭାରତୀୟ ବ୍ୟାଟସମ୍ୟାନ ଏବଂ ବୋଲରଙ୍କ ଉନ୍ନତି ପରିଲକ୍ଷିତ ହୋଇଛି। ବିଶେଷକରି ସଞ୍ଜୁ ସାମସନଙ୍କ ପ୍ରଭାବଶାଳୀ ଫର୍ମ ଯୋଗୁ ତାଙ୍କୁ ଜବରଦସ୍ତ ଫାଇଦା ମିଳିଛି। ତିଲକ ବର୍ମା…
ତିଲକଙ୍କ ପରେ ଶ୍ରେୟସ ଆୟରଙ୍କଠାରୁ ଋତୁରାଜ ଗାୟକଓ୍ବାଡଙ୍କ ପର୍ଯ୍ୟନ୍ତ T20 ଟିମରେ କାହାକୁ ମିଳିବ ସ୍ଥାନ? ଜାଣନ୍ତୁ…
ନୂଆଦିଲ୍ଲୀ,୮।୧: କ୍ରିକେଟର ତିଲକ ବର୍ମା ଆହତ ହୋଇଛନ୍ତି। ତାଙ୍କୁ ହବିଜୟ ଜାରେ ଟ୍ରଫି ସମୟରେ ଆଘାତ ଲାଗିଥିଲା। ଯଦିଓ ଆଘାତ ଗୁରୁତର ନୁହେଁ, ତଥାପି ଆଶା କରାଯାଉଛି ଯେ ସେ ଜାନୁଆରୀ ୨୧ରେ ନାଗପୁରରେ ଆରମ୍ଭ ହେବାକୁ ଥିବା ନ୍ୟୁଜିଲାଣ୍ଡ ବିପକ୍ଷରେ…
ଦକ୍ଷିଣ ଆଫ୍ରିକାରେ ଦୁଇଟି ଶତକ ମାରି ର଼୍ୟାଙ୍କିଙ୍ଗରେ ୬୯ଟି ସ୍ଥାନ ଉପରକୁ ଉଠିଲେ ତିଳକ ବର୍ମା, ହାର୍ଦ୍ଦିକ ପାଣ୍ଡ୍ୟା ଏକ ନମ୍ବର
ନୂଆଦିଲ୍ଲୀ,୨୦।୧୧: ଦକ୍ଷିଣ ଆଫ୍ରିକା ଗସ୍ତରେ ଲଗାତାର ଦୁଇଟି ଅପରାଜିତ ଶତକ ହାସଲ କରିଥିବା ଯୁବ ବାମହାତୀ ବ୍ୟାଟର ତିଲକ ବର୍ମା ଟି -୨୦ ମାନ୍ୟତା ତାଲିକାରେ ଝଡ ସୃଷ୍ଟି କରିଛନ୍ତି। ତିଳକ ନିଜ କ୍ୟାରିୟରର ସର୍ବୋଚ୍ଚ ଟି -୨୦ ମାନ୍ୟତା ହାସଲ…
ମୁମ୍ବାଇ ଇଣ୍ଡିଆନ୍ସ ପାଇଁ ଖୁସି ଖବର: ଆଇପିଏଲ୍ ପୂର୍ବରୁ ବିସ୍ପୋରକ ଇନିଂସ ଖେଳିଲେ ଏହି କ୍ରିକେଟର୍
ନୂଆଦିଲ୍ଲୀ,୨୯।୨: ଆଇପିଏଲ୍ ୨୦୨୪ ଆରମ୍ଭ ପାଇଁ କେବଳ କିଛି ଦିନ ବାକି ଅଛି। ଏହି ସିଜିନର ପ୍ରଥମ ମ୍ୟାଚ ୨୨ ମାର୍ଚ୍ଚରେ ଚେନ୍ନାଇ ସୁପର କିଙ୍ଗ୍ସ ଏବଂ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ମଧ୍ୟରେ ଖେଳାଯିବ। ମୁମ୍ବାଇ ଇଣ୍ଡିଆନ୍ସର ପ୍ରଥମ ମ୍ୟାଚ ଗୁଜରାଟ…

