ମୁମ୍ବାଇ ଇଣ୍ଡିଆନ୍ସ ପାଇଁ ଖୁସି ଖବର: ଆଇପିଏଲ୍ ପୂର୍ବରୁ ବିସ୍ପୋରକ ଇନିଂସ ଖେଳିଲେ ଏହି କ୍ରିକେଟର୍
ନୂଆଦିଲ୍ଲୀ,୨୯।୨: ଆଇପିଏଲ୍ ୨୦୨୪ ଆରମ୍ଭ ପାଇଁ କେବଳ କିଛି ଦିନ ବାକି ଅଛି। ଏହି ସିଜିନର ପ୍ରଥମ ମ୍ୟାଚ ୨୨ ମାର୍ଚ୍ଚରେ ଚେନ୍ନାଇ ସୁପର କିଙ୍ଗ୍ସ ଏବଂ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ମଧ୍ୟରେ ଖେଳାଯିବ। ମୁମ୍ବାଇ ଇଣ୍ଡିଆନ୍ସର ପ୍ରଥମ ମ୍ୟାଚ ଗୁଜରାଟ…

