ଅଭିଜିତ୍ ଦିପ୍କେଙ୍କ ଘରେ ପହଞ୍ଚିଲା ଦିଲ୍ଲୀ ପୋଲିସ, ନୋଟିସ୍ ଦେଇ କହିଲା…
ନୂଆଦିଲ୍ଲୀ,୧୬।୧୦: କକ୍ରୋଚ୍ ଜନତା ପାର୍ଟି (ସିଜେପି)ର ପ୍ରସ୍ତାବିତ ତିରଙ୍ଗା ମାର୍ଚ୍ଚକୁ ଦୃଷ୍ଟିରେ ରଖି ଦିଲ୍ଲୀର କନ୍ନଟ୍ ପ୍ଲେସ୍ ସେଣ୍ଟ୍ରାଲ୍ ପାର୍ଟ ଏବଂ ଆଖପାଖ ଅଞ୍ଚଳରେ କଡ଼ା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ସେଣ୍ଟ୍ରାଲ୍ ପାର୍ଟରେ ଧାରା ୧୬୩ ଲାଗୁ ଥିବାରୁ ସେଠାକୁ…

