ED ରେଡକୁ ବିରୋଧ କରି ଅମିତ ଶାହଙ୍କ କାର୍ଯ୍ୟାଳୟ ଆଗରେ TMCର ବିକ୍ଷୋଭ, ଏହି ସାଂସଦଙ୍କୁ ପୋଲିସ… ନୂଆଦିଲ୍ଲୀ,୯।୧ ପଶ୍ଚିମବଙ୍ଗରେ ଇଡିର କାର୍ଯ୍ୟାନୁଷ୍ଠାନକୁ ନେଇ ହଙ୍ଗାମା ଜାରି ରହିଛି । ଏହାରି ଭିତରେ ତୃଣମୂଳ କଂଗ୍ରେସ (ଟିଏମସି) ସାଂସଦମାନେ ଶୁକ୍ରବାର ଦିଲ୍ଲୀରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କ କାର୍ଯ୍ୟାଳୟ ବାହାରେ ଜୋରଦାର ପ୍ରତିବାଦ କରୁଛନ୍ତି । ଡେରେକ୍ ଓ’ବ୍ରାଏନ୍,...