Tag Archives: tmc

ଗୋଟିଏ ମଞ୍ଚରେ ନଜର ଆସିବେ ମମତା-ଅଖିଳେଶ

କୋଲକାତା,୨୦ା୭: ଦେଶର ବିଶିଷ୍ଟ ଶିଳ୍ପପତି ମୁକେଶ ଅମ୍ବାନୀଙ୍କ ପୁଅ ଅନନ୍ତଙ୍କ ବିବାହ ପରେ ମୁମ୍ବାଇରେ ଇଣ୍ଡିଆ ମିଳିତ ମେଣ୍ଟ ଏକାଠି ହୋଇଥିଲେ। ଏବେ ପୁଣି ଥରେ ସମାନ ପ୍ଲାଟ୍‌ଫର୍ମରେ ଇଣ୍ଡିଆ ମେଣ୍ଟର ଦୁଇଟି ବଡ଼ ଦଳକୁ ଦେଖିବାକୁ ମିଳିବ। ତୃଣମୂଳ କଂଗ୍ରେସ…

ଆସିଲା ବଡ଼ ରିପୋର୍ଟ, ସବୁଠାରୁ ଅଧିକ ଆୟ କରିଛି ଏହି ରାଜନୈତିକ ଦଳ

ନୂଆଦିଲ୍ଲୀ, ୨୦ା୭: ନିର୍ବାଚନ ଆୟୋଗଙ୍କ ଏଡିଆର ରିପୋର୍ଟରୁ ଏକ ତଥ୍ୟ ସାମ୍ନାକୁ ଆସିଛି । ଆର୍ଥିକ ବର୍ଷ ୨୦୨୨-୨୩ ରେ ଭାରତ ରାଷ୍ଟ୍ର ସମିତି ବା ବିଆର୍‌ଏସ୍‌ର ଆୟ ଦେଶର କ୍ଷେତ୍ରୀୟ ରାଜନୈତିକ ଦଳମାନଙ୍କ ମଧ୍ୟରେ ସବୁଠାରୁ ଅଧିକ ରହିଛି ।…

ମୁଖ୍ୟମନ୍ତ୍ରୀ ଏବଂ ରାଜ୍ୟପାଳଙ୍କ ମଧ୍ୟରେ ବିବାଦ, ୮ ବିଲ୍‌ ଖାରଜକୁ ନେଇ ସୁପ୍ରିମ୍‌କୋର୍ଟ ଗଲେ ସରକାର

ନୂଆଦିଲ୍ଲୀ, ୧୨।୦୭: ପଶ୍ଚିମବଙ୍ଗରେ ପୁଣିଥରେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏବଂ ରାଜ୍ୟପାଳ ସିବି ଆନନ୍ଦ ବୋଷଙ୍କ ମଧ୍ୟରେ ତିକ୍ତତା ଆରମ୍ଭ ହୋଇଛି । ମମତାଙ୍କ ସରକାର ଦେଇଥିବା ୮ ପ୍ରସ୍ତାବକୁ ଖାରଜ କରିବା ନେଇ ବିବାଦ ତେଜିଛି । ତୃଣମୂଳ କଂଗ୍ରେସ…

ଭାଜପା ଏମ୍‌ପିଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ, ଅଧଘଣ୍ଚା ଧରି ଚାଲିଲା ଆଲୋଚନା

କୋଲକାତା, ୧୮।୬: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ମଙ୍ଗଳବାର ଭାରତୀୟ ଜନତା ଦଳର ଏମ୍‌ପି ଅନନ୍ତ ମହାରାଜ ଓରଫ୍‌ ନାଗେନ୍‌ ରାୟଙ୍କୁ ତାଙ୍କ କୁଚବିହାର ସ୍ଥିତ ଘରେ ଭେଟିଛନ୍ତି । ନାଗେନ୍‌ ମମତାଙ୍କୁ ପାରମ୍ପରିକ ପୋଷାକ ଏବଂ ପାନପତ୍ର ଦେଇ ସ଼୍ବାଗତ…

ଭାଙ୍ଗିଯିବ ଏନ୍‌ଡିଏ ସରକାର, ମୋଦି ଶପଥ ନେବା ପୂର୍ବରୁ କହିଲେ ମମତା ବାନାର୍ଜୀ

କୋଲକାତା,୮ା୬: ନରେନ୍ଦ୍ର ମୋଦି ତୃତୀୟ ଥର ପାଇଁ ଭାରତର ପ୍ରଧାନମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିବାକୁ ଯାଉଛନ୍ତି। ରବିବାର ଅର୍ଥାତ୍‌ ଜୁନ୍‌ ୯ରେ ତାଙ୍କର ଶପଥ ଗ୍ରହଣ ସମାରୋହ ଅନୁଷ୍ଠିତ ହେବ। ତେବେ ମୋଦିଙ୍କ ଶପଥ ଗ୍ରହଣ ପୂର୍ବରୁ ଟିଏମ୍‌ସି ମୁଖ୍ୟ…

‘ଟିଏମସି ଅପେକ୍ଷା ଭାଜପାକୁ ଭୋଟ୍ ଦେବା ଭଲ’ କହିଲେ ଅଧୀର ରଞ୍ଜନ ଚୌଧୁରୀ, କଂଗ୍ରେସ ଦେଲା ପ୍ରତିକ୍ରିୟା

କୋଲକାତା,୧ା୫: କଂଗ୍ରେସର ବରିଷ୍ଠ ନେତା ଆଧୀର ରଂଜନ ଚୌଧୁରୀ ବୁଧବାର ପଶ୍ଚିମବଙ୍ଗରେ ଏକ ନିର୍ବାଚନ କାର୍ଯ୍ୟକ୍ରମକୁ ସମ୍ବୋଧିତ କରିବାବେଳେ ତୃଣମୂଳ କଂଗ୍ରେସକୁ ଭୋଟ୍ ଦେବା ଅପେକ୍ଷା ଭାଜପାକୁ ଭୋଟ୍ ଦେବା ଭଲ। ପଶ୍ଚିମବଙ୍ଗ କଂଗ୍ରେସ ମୁଖ୍ୟ ତଥା ବ୍ରହ୍ମପୁର ଲୋକ ସଭା…

‘ମମତା ଆଉ ଦିଦି ନୁହନ୍ତି, ଏଥର ଆଣ୍ଟି’

କୋଲକାତା,୨୫ା୨: ପଶ୍ଚିମବଙ୍ଗ ଭାଜପା ମୁଖ୍ୟ ଶୁଭେନ୍ଦୁ ଅଧିକାରୀ ସନ୍ଦେଶଖାଲି ମାମଲାର ମୁଖ୍ୟ ଅଭିଯୁକ୍ତ ଶେଖ୍‌ ଶାହାଜାହାନଙ୍କୁ ଗିରଫ କରିବାରେ ବିଳମ୍ବକୁ ନେଇ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ କଟାକ୍ଷ କରିଛନ୍ତି। ଶେଖ୍‌ ଶାହାଜାହାନଙ୍କୁ ଗିରଫ କରିବାରେ ବିଫଳ ହୋଇଥିବାରୁ ମମତାଙ୍କୁ ତେର୍ଚ୍ଛାବାଣ ମାରିଛନ୍ତି…

ମୋ ଦ୍ୱାରା ରାଜନୀତି ସମ୍ଭବ ନୁହେଁ କହି ଏମ୍‌ପି ପଦରୁ ଇସ୍ତଫା ଦେଇଥିବା ମିମି ଚକ୍ରବର୍ତ୍ତୀଙ୍କ ମୋଟ ସମ୍ପତ୍ତି କେତେ ଜାଣନ୍ତି

ଆଗାମୀ ଲୋକ ସଭା ନିର୍ବାଚନ ପୂର୍ବରୁ ତୃଣମୂଳ କଂଗ୍ରେସ (ଟିଏମସି) ନେତା ମିମି ଚକ୍ରବର୍ତ୍ତୀ ଯାଦବପୁର ନିର୍ବାଚନମଣ୍ଡଳୀରୁ ଏମ୍‌ପି ପଦରୁ ଇସ୍ତଫା ଦେଇଛନ୍ତି। ସେ ୨୦୧୯ରେ ନିର୍ବାଚନରେ ଜିତିଥିଲେ। ସେ ରାଜ୍ୟ ବିଧାନସଭାରେ ପହଞ୍ଚି ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ଭେଟି ତାଙ୍କ…

ଖବରଦାତା ସାଗରିକା ଘୋଷଙ୍କୁ ରାଜ୍ୟ ସଭା ପଠାଇବ ଟିଏମସି, ୪ ଆଶାୟୀଙ୍କ ନାଁ ଘୋଷଣା କଲା ପାର୍ଟି

ନୂଆଦିଲ୍ଲୀ,୧୧।୨: ରାଜ୍ୟସଭା ନିର୍ବାଚନ ପାଇଁ ତୃଣମୂଳ କଂଗ୍ରେସ(ଟିଏମସି) ଏହାର ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି। ସୁସ୍ମିତା ଦେବଙ୍କୁ ପୁଣି ଥରେ ଟିଏମସି ରାଜ୍ୟସଭାକୁ ପଠାଇବ। ଏହା ବ୍ୟତୀତ ଖବରଦାତା ସାଗାରିକା ଘୋଷ, ମମତା ବାଲା ଠାକୁର ଏବଂ ଏମପି ନାଡିମୁଲ ହକଙ୍କ…

ମୋଦିଙ୍କ କେଦାରନାଥ ଗସ୍ତକୁ ନେଇ ଆପତ୍ତି: ନିର୍ବାଚନ କମିଶନଙ୍କ ନିକଟରେ ଫେରାଦ ହେଲା ଟିଏମ୍‌ସି

କୋଲକାତା, ୧୯।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ କେଦାରନାଥ ଓ ବଦ୍ରିନାଥ ଗସ୍ତକୁ ନେଇ ଆପତ୍ତି ଉଠାଇ ନିର୍ବାଚନ କମଶନଙ୍କ ନିକଟରେ ଫେରାଦ ହୋଇ ତୃଣମୂଳ କଂଗ୍ରେସ। ଏହା ନିର୍ବାଚନ ଆଚରଣ ବିଧିର ଉଲ୍ଲଂଘନ କରୁଛି ଟିଏମସି ଅଭିଯୋଗ କରିଛି। ସପ୍ତମ ପର୍ଯ୍ୟାୟ…

ପଶ୍ଚିମବଙ୍ଗରେ ସୁରକ୍ଷା ବ୍ୟବସ୍ଥା କଡାକଡି: ୯ଟି ଲୋକ ସଭା ଆସନ ପାଇଁ ୮୦୦ କମ୍ପାନୀ ସୁରକ୍ଷାବଳ

କୋଲକତା, ୧୭।୫: ଶେଷ ପର୍ଯ୍ୟାୟ ନିର୍ବାଚନ ପୂର୍ବରୁ କୋଲକାତାରେ ସୃଷ୍ଟି ହୋଇଥିବା ବ୍ୟାପକ ହିଂସାକାଣ୍ଡକୁ ନେଇ ଏବେ ସମଗ୍ର ଦେଶରେ ଏକ ଉତ୍ତେଜନାମୂଳକ ପରିସ୍ଥିତି ସୃଷ୍ଟି ହୋଇଛି। ପଶ୍ଚିମବଙ୍ଗରେ ୭ଟି ଯାକ ପର୍ଯ୍ୟାୟରେ ଲୋକ ସଭା ନିର୍ବାଚନ ହେଉଛି। ରାଜ୍ୟର ୪୨…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri