ଚିନ୍ତାରୁ ମୁକ୍ତି ପାଇବାକୁ ହେଲେ… ଆଜିକାଲି ଅତ୍ୟଧିକ କାମର ଚାପ ହେଉ ଅବା କେତେକ କାରଣରୁ ଅନେକେ ଚିନ୍ତାଗ୍ରସ୍ତ ହେଉଛନ୍ତି। ତେବେ ଏଥିରୁ କେତେକାଂଶରେ ମୁକୁଳିବାର ଏକ ସହଜ ଉପାୟ ରହିଛି। ତାହା କ’ଣ ଜାଣନ୍ତି? ଯଦି ଜଣେ ବ୍ୟକ୍ତି ନିୟମିତ ବ୍ୟାୟାମ, ଯୋଗ ଆଦି କରନ୍ତି…