ଆଜି ଲିଜାର୍ଡ ଡେ’ ପ୍ରତିବର୍ଷ ଅଗଷ୍ଟ ୧୪ରେ ‘ବିଶ୍ୱ ଲିଜାର୍ଡ ଡେ’ ପାଳନ କରାଯାଇଆସୁଛି। ପରିସଂସ୍ଥାର ସନ୍ତୁଳନରେ ଏମାନେ ବିଶେଷ ଭୂମିକା ଗ୍ରହଣ କରିଥାନ୍ତି। କୀଟ ନିୟନ୍ତ୍ରକ ଭାବେ ମଧ୍ୟ ଏମାନେ ବିବେଚିତ ହୁଅନ୍ତି। ସମଗ୍ର ବିଶ୍ୱରେ ପ୍ରାୟ ୬ ହଜାର ଲିଜାର୍ଡ ପ୍ରଜାତିର ସରୀସୃପ…