India vs New Zealand:ଫାଇନାଲରେ ଭାରତର ବିଶାଳ ସ୍କୋର, ନ୍ୟୁଜିଲାଣ୍ଡକୁ ଟାର୍ଗେଟ ମିଳିଲା… ଅହମ୍ମଦାବାଦ,୮।୩: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଟି୨୦ ବିଶ୍ୱକପ୍ ୨୦୨୬ର ଫାଇନାଲ ମୁକାବିଲା ଖେଳାଯାଉଛି। ଏହି ମ୍ୟାଚ୍ରେ ନ୍ୟୁଜିଲାଣ୍ଡ ଟିମ୍ ଟସ୍ ଜିତି ପ୍ରଥମେ ବୋଲିଂ ନିଷ୍ପତ୍ତି ନେଇଥିଲା। ଆମନ୍ତ୍ରଣ ପାଇ ଭାରତୀୟ ଟିମ୍ ୨୦ ଓଭରରେ ୨୫୫ରନ୍ର ବିଶାଳ ସ୍କୋର…