ଆଜିଠୁ ଟୋଲ୍ ପ୍ଲାଜାରେ ନୂଆ ନିୟମ, ଦେଇପାରିବେନି ନଗଦ ଟଙ୍କା ନୂଆଦିଲ୍ଲୀ,୧୦।୪: ବଦଳିଗଲା ଟୋଲ୍ ପ୍ଲାଜା ନିୟମ । ଭାରତୀୟ ଜାତୀୟ ରାଜପଥ ପ୍ରାଧିକରଣ(NHAI) ଟୋଲ୍ ଆଦାୟ ବ୍ୟବସ୍ଥାକୁ ସମ୍ପୂର୍ଣ୍ଣ ଡିଜିଟାଲ୍ କରିବାକୁ ନିଷ୍ପତ୍ତି ନେଇଛି । ଏହି ପରିବର୍ତ୍ତନ ଏପ୍ରିଲ ୧୦ ତାରିଖରୁ କାର୍ଯ୍ୟକାରୀ ହୋଇଛି । ଏହି ନୂତନ ନିୟମ…