‘ସୁଭଦ୍ରା ଯୋଜନାରେ ସାମିଲ ପାଇଁ ଟଙ୍କା ମାଗିଲେ ଏହି ଟୋଲ୍ ଫ୍ରି ନମ୍ବରରେ କରନ୍ତୁ କଲ୍’ ଛତ୍ରପୁର,୬ା୯: ସୁଭଦ୍ରା ଯୋଜନା ପାଇଁ ଆଧାର କାର୍ଡରେ ମୋବାଇଲ ନମ୍ବର ଲିଙ୍କ୍ ବାଧ୍ୟତାମୂଳକ ନୁହଁ l ଏହା ନ ଥିଲେ ବି ଜଣେ ସୁଭଦ୍ରା ଯୋଜନାରେ ସାମିଲ ପାଇଁ ଆବେଦନ କରିପାରିବେ। ଏହା ସମ୍ପୂର୍ଣ୍ଣ ନିଃଶୁଳ୍କ ଅଟେ, ଯଦି କିଏ...