ପାକିସ୍ତାନରେ ୪୦୦% ବଢ଼ିଲା ଟମାଟୋ ଦାମ୍, କିଲୋଗ୍ରାମ ୬୦୦ ଟଙ୍କା ନୂଆଦିଲ୍ଲୀ,୨୪।୧୦: ପାକିସ୍ତାନ ଏବଂ ଆଫଗାନିସ୍ତାନ ମଧ୍ୟରେ ସୀମା ବନ୍ଦ ଯୋଗୁଁ ଉଭୟ ଦେଶରେ ଅତ୍ୟାବଶ୍ୟକ ସାମଗ୍ରୀର ମୂଲ୍ୟ ବୃଦ୍ଧି ପାଇଛି। ବିଶେଷ କରି, ପାକିସ୍ତାନରେ ଟମାଟୋ ଦର ୪୦୦ ପ୍ରତିଶତରୁ ଅଧିକ ବୃଦ୍ଧି ପାଇଛି ଏବଂ କିଲୋଗ୍ରାମ ପ୍ରତି ପାଖାପାଖି ୬୦୦…