ଦନ୍ତ କ୍ଷୟରୁ ରକ୍ଷା କରେ କ୍ଷୀର କ୍ଷୀର ଆମ ଶରୀର ପାଇଁ କେତେ ଉପକାରୀ ତାହା ବର୍ଣ୍ଣନା କରିବା ଅନାବଶ୍ୟକ। କାରଣ ଆମେ ସମସ୍ତେ ପ୍ରାୟ ଜାଣିଛେ ଯେ ଏଥିରେ ଅନେକ ପ୍ରକାର ଉପକାରୀ ତତ୍ତ୍ୱ ରହିଛି। ତେବେ ଏହି ତାଲିକାରେ ଆଉ ଏକ କଥାକୁ ସାମିଲ କରାଯାଇଛି।…