ଆତ୍ମସମର୍ପଣ କଲେ ଟପ୍ କ୍ୟାଡର ମାଓବାଦୀ ଦମ୍ପତି, ମୁଖ୍ୟସ୍ରୋତରେ ସାମିଲ ପାଇଁ ଚିଠି ଲେଖି… ରାୟଗଡ଼ା,୭ା୨(ଆଶିଷ ରଞ୍ଜନ ପଣ୍ଡା): ରାଜ୍ୟରେ ମାଓବାଦୀ ବିରୋଧୀ ଅଭିଯାନକୁ ଏକ ବଡ଼ ସଫଳତା ମିଳିଛି। ଦକ୍ଷିଣ ଓ ଶୀର୍ଷ ମାଓବାଦୀ ନେତା ନିଖିଲ ଓ ତାଙ୍କ ସ୍ତ୍ରୀ ଇନ୍ଦୁ ସମେତ ୧୫ଜଣ ମାଓବାଦୀ ରାୟଗଡ଼ା ପୋଲିସ ଆଗରେ ଆତ୍ମସମର୍ପଣ କରିଛନ୍ତି। ଏନେଇ…