‘ଟପଲେସ୍, ବ୍ରେନଲେସ ଆଣ୍ଡ ସେମଲେସ୍’, ଏଆଇ ସମ୍ମିଳନୀରେ କଂଗ୍ରେସର ସାର୍ଟଲେସ ପ୍ରଦର୍ଶନ ଉପରେ ଭାଜପାର ଭର୍ତ୍ସନା ନୂଆଦିଲ୍ଲୀ,୨୦।୨: ସମ୍ବିତ ପାତ୍ର ଫେବୃଆରୀ ୨୦, ୨୦୨୬ ରେ ଏକ ସାମ୍ବାଦିକ ସମ୍ମିଳନୀରେ ଯୁବ କଂଗ୍ରେସର ସଦସ୍ୟମାନଙ୍କ ବିରୁଦ୍ଧରେ ଗମ୍ଭୀର ଅଭିଯୋଗ ଆଣିଥିଲେ। ସେ କହିଥିଲେ ଯେ ଇଣ୍ଡିଆ ଏଆଇ ଇମ୍ପାକ୍ଟ ସମିଟ ୨୦୨୬ରେ ଚାରି ଜଣଙ୍କୁ ଗିରଫ କରାଯାଇଥିଲା, ଯେଉଁମାନେ…