ଡିଏସ୍ପିରୁ OAS ଟପ୍ପର, ବୁବୁନ୍ଙ୍କ ସଫଳତାକୁ ନେଇ ଆନନ୍ଦପୁରରେ ଖୁସିର ଲହରୀ, ଯୁବପିଢ଼ୀଙ୍କ ପାଇଁ ସାଜିଲେ ପ୍ରେରଣା ବଞ୍ଚୋ/ଆନନ୍ଦପୁର , ୨୬।୫(ପ୍ରଦୋଷ କୁମାର ବିଶ୍ୱାଳ/ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ପାଇଁ ଆସିଛି ଏକ ବଡ଼ ଗୌରବର ଖବର। ଓଡ଼ିଶା ଲୋକସେବା ଆୟୋଗ (OPSC) ଦ୍ବାରା ପରିଚାଳିତ ଓଡ଼ିଶା ପ୍ରଶାସନିକ ସେବା (OAS) ପରୀକ୍ଷାରେ ଆନନ୍ଦପୁର ଉପଖଣ୍ଡ…