ଆଖିବୁଜିଲା ୧୨୫ ବର୍ଷୀୟ କଇଁଛ ‘ଚାଣକ୍ୟ’ ହାଇଦ୍ରାବାଦ,୧୮ା୩: କନ୍ଦମୂଳ ଖାଇବାକୁ ଭଲ ପାଉଥିବା ଗାଲାପାଗୋସ ପ୍ରଜାତିର ବିଶାଳ କଇଁଛ ଚାଣକ୍ୟ ହାଇଦ୍ରାବାଦର ନେହେରୁ ପ୍ରାଣୀ ଉଦ୍ୟାନରେ ୧୨୫ ବର୍ଷ ବୟସରେ ରବିବାର ମୃତ୍ୟୁବରଣ କରିଛି। ପ୍ରାଣୀ ଉଦ୍ୟାନ ଆରମ୍ଭରୁ ଏହି କଇଁଛ ଏଠାରେ ରହି ଆସିଥିଲା। ଯାହାକି...