Nitin Navin BJP President: କିଏ ଏହି ନୀତିନ ନବୀନ, କେମିତି ହେଲେ ସଙ୍ଗଠନର ପ୍ରଥମ ପସନ୍ଦ, ଜାଣନ୍ତୁ ତାଙ୍କ ମୋଟ ସମ୍ପତ୍ତି… ନୂଆଦିଲ୍ଲୀ,୨୦।୧: ମଙ୍ଗଳବାର (୧୯ ଜାନୁଆରୀ, ୨୦୨୬) ଭାରତୀୟ ଜନତା ପାର୍ଟି (ଭାଜପା)ର ବରିଷ୍ଠ ନେତା ନୀତିନ ନବୀନଙ୍କୁ ଦଳର ନୂତନ ରାଷ୍ଟ୍ରୀୟ ସଭାପତି ଭାବରେ ନିଯୁକ୍ତ କରାଯାଇଥିଲା। ସେ ଏହି ଉଚ୍ଚ ପଦବୀରେ ଜଗତ ପ୍ରକାଶ ନଡ୍ଡାଙ୍କ ସ୍ଥାନ ନେଇଛନ୍ତି।...