ପର୍ଯ୍ୟଟନର ବାର୍ତ୍ତା ନେଇ ଦୌଡ଼ିଲେ ଶତାଧିକ ଛାତ୍ରୀଛାତ୍ର
କୋରାପୁଟ,୨୭ା୯(ଅମିତାଭ ବେହେରା): ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ କୋରାପୁଟ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରୁ ଶନିବାର ପର୍ଯ୍ୟଟନ ସଚେତନତାର ବାର୍ତ୍ତା ଦିଆଯାଇଛି। ପର୍ଯ୍ୟଟନସ୍ଥଳୀ ପ୍ରତି ଲୋକଙ୍କ ଆଗ୍ରହ ବଢ଼ାଇବା ଏବଂ ପର୍ଯ୍ୟଟକଙ୍କ ଯାତାୟାତକୁ ସୁଗମ କରିବା ଉଦ୍ଦେଶ୍ୟରେ ଦିବସଟି ପାଳନ କରାଯାଇଛି। କାର୍ଯ୍ୟକ୍ରମରେ…

